Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମିଶନ ଶକ୍ତି ଆନ୍ଦୋଳନରେ ପହଞ୍ଚିଲେ ବିଜେଡି ବିଧାୟକ ଅରୁଣଙ୍କ ସମେତ ଅନ୍ୟ ବିଧାୟକ

by ସଞ୍ଜୟ ସ୍ୱାଇଁ
February 18, 2025
in Nayagarh, State
ମିଶନ ଶକ୍ତି ଆନ୍ଦୋଳନରେ ପହଞ୍ଚିଲେ ବିଜେଡି ବିଧାୟକ ଅରୁଣଙ୍କ ସମେତ ଅନ୍ୟ ବିଧାୟକ
274
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମୁଣ୍ଡ ଫଟା ଖରାରେ ବସିଥିବା ମିଶନ ଶକ୍ତି ମହିଳା ମାନଙ୍କ ପାଖରେ ପହଞ୍ଚିଲା ବିଜେଡି ବିଧାୟକ ଦଳ ଟିମ୍ । ବିଜେଡି ଟିମରେ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ଅରୁଣ ସାହୁ, ରମେଶ ଚନ୍ଦ୍ର ବେହେରା, ସ୍ୱଭିକ ବିଶ୍ଵାଳ, ପ୍ରଦୀପ କୁମାର ସାହୁ ପ୍ରମୁଖ ଆନ୍ଦୋଳନସ୍ଥଳରେ ପହଞ୍ଚିଥିଲେ । ଆନ୍ଦୋଳନରତ ଇ.ସି ମେମ୍ବର ମହିଳା ମାନଙ୍କ ପାଇଁ ବିଧାନସଭାରେ ସ୍ଵର ପାଲଟିବେ ବୋଲି ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି l ସ୍ଥାୟୀ ନିଯୁକ୍ତି ଦାବି କରି ୬ ଦିନ ଧରି ହଜାର ହଜାର ସଂଖ୍ୟାରେ ମିଶନ ଶକ୍ତି ମହିଳା ସରକାରଙ୍କ ବିରୁଦ୍ଧରେ ଆନ୍ଦୋଳନ କରୁଛନ୍ତି । ବିଧାନସଭା ଆଗରେ ଆନ୍ଦୋଳନ କରୁଥିବା ବେଳେ ଏପର୍ଯ୍ୟନ୍ତ ସରକାର ଶୁଣିଲେ ନାହିଁ ବୋଲି ଅଭିଯୋଗ କରିଛି ସଂଘ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!