Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ ପିଟିଲା ଟ୍ରକକୁ, ଚାଲିଗଲା ୨ ଜୀବନ

by ସଞ୍ଜୟ ସ୍ୱାଇଁ
February 19, 2025
in Accident, State
ଚଢ଼ିଗଲା ହାଇୱା
16
VIEWS
Share on FacebookShare on Twitter

ବୋରିଗୁମ୍ମା, (ବାଘୁଆବାର୍ତ୍ତା): ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛରୁ ପିଟିଲା ବାଇକ୍ । ଯେଉଁଥିରେ ଚାଲିଗଲା ୨ ଜୀବନ । କୋରାପୁଟ ଜିଲ୍ଲା ବିଂସିପୁର ନିକଟରେ ଘଟିଛି ଏହି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଖବର ଅନୁଯାୟୀ, ମଙ୍ଗଳବାର ବିଳମ୍ବିତ ରାତିରେ ବୋଦାଗୁଡ଼ା ଅଞ୍ଚଳର ତିନି ଜଣ ଯୁବକ ବାଇକ୍ ଯୋଗେ ବିସିଂପୁରରେ ଏକ ବିବାହ ଭୋଜିରେ ଯୋଗ ଦେଇ ଫେରୁଥିଲେ । କୋରାପୁଟ ବିସିଂପୁର ନିକଟରେ ରାସ୍ତା ଉପରେ ଏକ କାଠ ବୋଝେଇ ଟ୍ରକ ଛିଡ଼ା ହୋଇଥିଲା । ପଛରୁ ଆସିଥିବା ବାଇକ୍‌ଟି ଭାରସାମ୍ୟ ହରାଇ ଟ୍ରକ ପିଟି ଥିଲା । ଯାହାଫଳରେ ଗାଡିରେ ଥିବା ତିନି ଜଣ ଛିଟିକି ପଡିଥିଲେ । ତେବେ ଘଟଣାସ୍ଥଳରେ ଲକ୍ଷଣ ପରଜା ଏବଂ କୁମ ପରଜାଙ୍କ ମୃତ୍ୟୁ ହୋଇଥିବା ବେଳେ ପର୍ଶୁ ନାମକ ଯୁବକ ଗୁରୁତର ହୋଇଥିଲେ । ଏହାପରେ ତାଙ୍କୁ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ବୋରିଗୁମ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!