Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ପ୍ରଶାସନ ତରଫରୁ ଦଶପଲ୍ଲାର ବିଭିନ୍ନ ବିଦ୍ୟାଳୟରେ ପାଠ୍ୟ ଉପକରଣ ବଣ୍ଟନ

by ସଞ୍ଜୟ ସ୍ୱାଇଁ
February 19, 2025
in Nayagarh, State
ଜିଲ୍ଲା ପ୍ରଶାସନ ତରଫରୁ ଦଶପଲ୍ଲାର ବିଭିନ୍ନ ବିଦ୍ୟାଳୟରେ ପାଠ୍ୟ ଉପକରଣ ବଣ୍ଟନ
121
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ତତ୍ୱାବଧାନରେ ଦଶପଲ୍ଲା ବ୍ଲକର ବିଦ୍ୟାଳୟ ଗୁଡିକରେ ଗରିବ ଓ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ଉପକରଣ ବଣ୍ଟନ କରାଯାଇଥିଲା । ବାମ୍ କ୍ଲଷ୍ଟରର ସିଆରସିସି ଶଶାଙ୍କ ଶେଖର ପ୍ରଧାନଙ୍କ ଉପସ୍ଥିତିରେ ଜିଲ୍ଲା ପ୍ରଶାସନ ତରଫରୁ ଆସିଥିବା ୩ ଜଣ ଓଡିଶା ପ୍ରଶାସନିକ ସେବା – ୨୦୨୨ ର ଟ୍ରେନିଙ୍ଗ ରିଜର୍ଭ ଅଫିସର, ମିତାଲି ମଧୁସ୍ମିତା ମିଶ୍ର, ସୀୟା ମହାପାତ୍ର ଏବଂ ଶିବାନୀ ରାଉତ ଉକ୍ତ ବ୍ଲକର ବାମ ଏବଂ ଉଲିସାହି କ୍ଲଷ୍ଟରର ସମସ୍ତ ବିଦ୍ୟାଳୟ ଯଥା – ସୁନ୍ଦରକୁମ୍ପା ଆଶ୍ରମ ବିଦ୍ୟାଳୟ, ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ବାମ୍‌, ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ହନୁମନ୍ତ, ସରକାରୀ ପ୍ରାଥମିକ ବିଦ୍ୟାଳୟ, ଚଢେୟାପଲ୍ଲୀ ଏବଂ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଉଲ୍ଲିସାହିରେ ପାଠ୍ୟ ଉପକରଣ ବଣ୍ଟନ କରିଥିଲେ । ଏହି ପାଠ୍ୟ ଉପକରଣ ପାଇ ଛାତ୍ରଛାତ୍ରୀ ମାନେ ବହୁତ ଖୁସି ଅନୁଭବ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!