Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇଟାମାଟିକୁ ହଇରା ତରରୁଆ ୨-୦ ଗୋଲରେ ବିଜୟୀ

by ସଞ୍ଜୟ ସ୍ୱାଇଁ
February 21, 2021
in Feature News
ଇଟାମାଟିକୁ ହଇରା ତରରୁଆ ୨-୦ ଗୋଲରେ ବିଜୟୀ
224
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଇଟାମାଟି ଯଦୁମଣି ଆଥଲେଟିକ୍ ଆସୋସିଏନ୍ ଆନୁକୂଲ୍ୟରେ ଇଟାମାଟି କପ୍ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଫାଇନାଲ୍ ମ୍ୟାଚ ଆଜି ଅନୁଷ୍ଠିତ ହୋଇଯାଇଛି । ତରତୁଆ ଫୁଟବଲ କ୍ଲବ ଏବଂ ଇଟାମାଟି ଦଳ ମଧ୍ୟରେ ସଂଘର୍ଷ ପୂର୍ଣ୍ଣ ମ୍ୟାଚରେ ତରତୁଆ ଦଳ ୨-୦ ଗୋଲରେ ବିଜୟୀ ହୋଇଛି । ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି ଓ ଇଟାମାଟି ସରପଞ୍ଚ ସୋନାଲିକା ମନ୍ଥନ ସମ୍ମାନୀତ ଅତିଥି ଭାବେ ଯୋଗେଦଇ ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । ତରତୁଆ ଫୁଟବଲ କ୍ଲବର ମନୋଜ ସ୍ୱାଇଁ ମ୍ୟାଚରେ ଭଲ ପ୍ରଦର୍ଶନ କରି ମ୍ୟାନ ଅଫ୍ ଦ ମ୍ୟାଚ ବିବେଚିତ ହୋଇଥିଲେ । ସେହିଭଳି ଭାବେ ଆକାଶ ଦେହୁରୀ ମ୍ୟାନ ଅଫ୍ ଟୁର୍ଣ୍ଣାମେଣ୍ଟ ଘୋଷିତ ହୋଇଛନ୍ତି । ଆଜିର ଏହି ମ୍ୟାଚକୁ ମୁଖ୍ୟ ରେଫରୀ ରାଜୁ ମହାନ୍ତି, ସହକାରୀ ରେଫରୀ ଭାବେ ପ୍ରିୟ ବାହିନୀପତି, ପ୍ରଫୁଲ୍ଲ କୁମାର ବେହେରା, ପ୍ରଶନ୍ନ ନାୟକ ଖେଳକୁ ପରିଚାଳନା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!