Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଦ ଘରୁ ମିଳିଲା ମହିଳାଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
February 20, 2025
in Crime, State
ବନ୍ଦ ଘରୁ ମିଳିଲା ମହିଳାଙ୍କ ମୃତଦେହ
49
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବନ୍ଦ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ । ଉଦ୍ଧାର ହେଲା ମୃତଦେହ । ମୃତ୍ୟୁ ପରେ ଘଟଣା ସ୍ଥଳରୁ ସ୍ଵାମୀ ଓ ତାଙ୍କ ପରିବାର ଲୋକେ ଫେରାର । ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ବାପଘର ଲୋକେ । କଟକ ଜିଲ୍ଲା ଟାଙ୍ଗି ଥାନା ଅନ୍ତର୍ଗତ ଜରିପଡା ପଞ୍ଚାୟତର ସାମନ୍ତରାପୁର ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମନାକୁ ଆସିଛି । ସୂଚନା ମୁତାବକ, ସାମନ୍ତରାପୁର ଗାଁର ଏକ ବନ୍ଦ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ଏହି ଘଟଣା ପରେ ମହିଳାଙ୍କ ସ୍ୱାମୀ ଏବଂ ତାଙ୍କ ପରିବାର ଲୋକେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ମହିଳାଙ୍କ ବାପଘର ଲୋକେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ଝିଅର ମୃତଦେହ ଦେଖିବାକୁ ପାଇଥିଲେ । ଏହା ଦେଖି ଝିଅକୁ ହତ୍ୟା କରାଯାଇଥିବା ନେଇ ଟାଙ୍ଗି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ ବାପଘର ଲୋକ । ଉକ୍ତ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ ଚଳାଇଛି ଟାଙ୍ଗି ଥାନା ପୋଲିସ । ତଦନ୍ତ ପରେ ଘଟଣା ସମ୍ପର୍କରେ ଏଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!