Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
February 20, 2025
in Education, State
ବଢ଼ିଲା ଯୁକ୍ତ ଦୁଇ ପରୀକ୍ଷା ଆବେଦନର ସମୟସୀମା
57
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆସନ୍ତାକାଲିଠୁ ଆରମ୍ଭ ହେବ ଚଳିତ ବର୍ଷର ୧୦ମ ବୋର୍ଡ (ମାଟ୍ରିକ) ପରୀକ୍ଷା। ଉଭୟ ରେଗୁଲାର, ଏକ୍ସ-ରେଗୁଲାର ପାଇଁ ପରୀକ୍ଷା ଅନୁଷ୍ଠିତ ହେବ। ଉଭୟ ରେଗୁଲାର, ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂ ଓ ଗୋଟିଏ ପ୍ରଶ୍ନପତ୍ରରେ ହେବ। ସକାଳ ୭ଟା ୩୦ ମିନିଟରେ ପରୀକ୍ଷା କେନ୍ଦ୍ର ଖୋଲିବ। ପରୀକ୍ଷା ପାଇଁ ବିଭାଗ ସମସ୍ତ ପଦକ୍ଷେପ ନେଇଛି। ୩୦୨୯ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ। ୫ ଲକ୍ଷ ୧୨ ହଜାର ୪୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ବିଭାଗ ପକ୍ଷରୁ ୩୧୪ଟି ନୋଡାଲ ସେଣ୍ଟର ହୋଇଛି। ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଫ୍ଲାଇଂ ସ୍କ୍ୱାର୍ଡ ଠାରୁ ଆରମ୍ଭ କରି ନୋଡାଲ ଅଫିସରମାନଙ୍କୁ ନିଯୁକ୍ତ କରାଯାଇଛି। ସେଣ୍ଟ୍ରାଲ ଅବଜରଭର୍, ଜିଲ୍ଲାସ୍ତର ଅବଜରଭର୍ ମାନେ ଦାୟିତ୍ୱରେ ରହିଛନ୍ତି। ଯେମିତି ପରୀକ୍ଷାରେ କୌଣସି ବ୍ୟତିକ୍ରମ ହେବ ନାହିଁ, ସେଥିପାଇଁ ବିଭାଗ ତରଫରୁ ଗୁରୁତ୍ଵ ଦିଆଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!