Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଉରକେଲା ଡବଲ ମର୍ଡର ଘଟଣା, ୭ଜଣଙ୍କୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
February 20, 2025
in Crime, State
ରାଉରକେଲା ଡବଲ ମର୍ଡର ଘଟଣା, ୭ଜଣଙ୍କୁ ବାନ୍ଧିଲା ପୋଲିସ
52
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲା ଡବଲ ମର୍ଡର ଘଟଣାରେ ୭ ଗିରଫ । ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁମାକେଲା ବ୍ରିଜ ତଳୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ଘଟଣା । ହତ୍ୟାକାଣ୍ଡରେ ସମ୍ପୃକ୍ତ ମୃତ ମହିଳାଙ୍କ ଭଉଣୀ ସମେତ ୭ଜଣ ଅଭିଯୁକ୍ତ ଗିରଫ। ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ମୃତ ମହିଳାଙ୍କ ଭଉଣୀ ଥିଲା ବୋଲି ଜଣାପଡିଛି । ଟଙ୍କା କାରବାରକୁ ନେଇ ଉବୟ ଭଉଣୀଙ୍କ ମଧ୍ୟରେ ବାଦବିବାଦ ଥିଲା । ଯେଉଁଥିପାଇଁ ଏହି ହତ୍ୟାକାଣ୍ଡ ହୋଇଥିବା ନେଇ ସନ୍ଦେହ କରାଯାଉଛି । ଗିରଫ ଅଭିଯୁକ୍ତଙ୍କ ନିକଟରୁ ଗୋଟିଏ କାର, ହତ୍ୟାରେ ବ୍ୟବହୃତ ଚାପଡ, ଛୁରୀ ଜଵତ। ମୃତ ମହିଳାଙ୍କ ମୋବାଇଲ ଫୋନ ଆଜି ରାଉରକେଲା ଡିଏଭି ପୋଖରୀରୁ ପୋଲିସ ଓ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ। ସିଭିଲଟାଉନସିପ ଅଞ୍ଚଳରେ ରହୁଥିବା ବ୍ୟବସାୟୀ ଵିନୋଦ ଦାରୁକାଙ୍କ ଘରେ ଓ ଅଫିସରେ କାମ କରୁଥିଲେ ମୃତ ମହିଳା। ଗତ ୧୧ ତାରିଖ ମହିଳାଙ୍କୁ ହତ୍ୟା କରାଯାଇଥିବା ବେଳେ ୧୨ ତାରିଖ ମୃତଦେହ ଉଦ୍ଧାର କରାଯାଇଥିଲା । ଏପଟେ ବ୍ୟବସାୟୀ ଵିନୋଦ ଦାରୁକାଙ୍କୁ ୧୪ ତାରିଖ ହତ୍ୟା କରାଯାଇଥିଲା। ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ଗମାରଡିହି ନିକଟରୁ ଵିନୋଦଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଗିରଫ ୬ ଜଣଙ୍କ ମଧ୍ୟରୁ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ୩ ଜଣ ସମ୍ପୃକ୍ତ ଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!