Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

by ସଞ୍ଜୟ ସ୍ୱାଇଁ
February 21, 2025
in Nayagarh, State
ବରପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ
194
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ବରପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତର ସରପଞ୍ଚ ନିରଞ୍ଜନ ବିଧାର ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ବିଶିଷ୍ଟ ଶିକ୍ଷାବିତ୍ ତଥା ବରପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସଭାପତି ଅଭିମନ୍ୟୁ ଷଢ଼ଙ୍ଗୀ ଯୋଗ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟରେ ଆୟୋଜିତ ବିଭିନ୍ନ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ଆଚାର୍ଯ୍ୟ ସଭାପତିତ୍ୱ କରିଥିଲେ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତିଙ୍କୁ ଗଣେଷ ଚନ୍ଦ୍ର ବେହେରା ଯୋଗ ଦେଇଥିଳେ । ସର୍ବ ଶେଷରେ ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀଙ୍କୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସମସ୍ତ କାର୍ଯ୍ୟକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଯଥା ଅଞ୍ଜନା ଦାସ, ଅକ୍ଷୟ କୁମାର ପରିଡା, ସଙ୍ଗୀତାରାଣୀ ଶତପଥୀ, ପ୍ରଭାସିନୀ ମାଝୀ ଓ ପୁଷ୍ପଲତା ମହାପାତ୍ର ବାର୍ଷିକ ଉତ୍ସବର ପରିଚାଳନା କରି ଉତ୍ସବଟିକ ସଫଳ କରାଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!