Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ ପରୀକ୍ଷା, କପି ଯୋଗାଇ ଦେବାକୁ କହି ଠକେଇ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
February 22, 2025
in Crime, State
ମାଟ୍ରିକ ପରୀକ୍ଷା, କପି ଯୋଗାଇ ଦେବାକୁ କହି ଠକେଇ ଅଭିଯୋଗ
68
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ମାଟ୍ରିକ ପରୀକ୍ଷାରେ କପି ଯୋଗାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ । ଅଭିଯୁକ୍ତକୁ ଥାନାରେ ଅଟକ ରଖିଛି ପୋଲିସ। ବାଲେଶ୍ବର ଜିଲ୍ଲା ନୀଳଗିରି କେସି ହାଇସ୍କୁଲରେ ୬୦ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଉଛନ୍ତି। ସେମାନଙ୍କୁ ପରୀକ୍ଷାରେ କପି ଯୋଗାଇ ଦେବାକୁ କହି ଏନଏସି ସାନଅତା ଗ୍ରାମର ଅନିରୁଦ୍ଧ ଦାସ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଦହିଷଡା କେନ୍ଦ୍ରରେ ଶିକ୍ଷକ କେବଳ ଜଣଙ୍କୁ କପି ଯୋଗାଇଥିବା ବେଳେ ଅନ୍ୟ ଛାତ୍ରଛାତ୍ରୀଙ୍କୁ କପି ନଯୋଗାଇବାରୁ ସନ୍ଧ୍ୟା ସମୟରେ ଏହି ଘଟଣାକୁ ନେଇ ନୀଳଗିରି ସାନଅତାରେ ଉତ୍ତେଜନା ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନିରୁଦ୍ଧଙ୍କୁ ଥାନାରେ ଅଟକ ରଖିବା ସହ ତଦନ୍ତ ଜାରି ରଖିଛି । ତେବେ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସ୍ଵଚ୍ଛତା ନେଇ ପ୍ରଶ୍ନ ଉଠିଥିବା ବେଳେ ସରକାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!