Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଙ୍ଗିଲା ବେଆଇନ କ୍ରସର, ଜବରଦଖଲ ଜମିରୁ ଉଚ୍ଛେଦ

by ସଞ୍ଜୟ ସ୍ୱାଇଁ
February 22, 2021
in Feature News
ଭାଙ୍ଗିଲା ବେଆଇନ କ୍ରସର, ଜବରଦଖଲ ଜମିରୁ ଉଚ୍ଛେଦ
906
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆଜି ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ନୟାଗଡ଼ ତହସିଲଦାର ଭିକାରୀ ସାହୁ, ନୂଆଗାଁ ତହସିଲଦାର ଶରତ କୁମାର ମଲ୍ଲିକ, ଏସିଏଫ୍ ଅରବିନ୍ଦ ମହାନ୍ତି, ବନକର୍ମଚାରୀଙ୍କ ସହ ପାଣିପୋଇଲା ନିକଟସ୍ଥ ଜଙ୍ଗଲ ଜମିରେ ବେଆଇନ ଜବରଦଖଲ କରି ଚାଲିଥିବା କ୍ରସର ଉପରେ ଚଢ଼ାଉ କରି ଏହାକୁ ଭାଙ୍ଗିଛନ୍ତି । ସନ୍ତୋଷ ମୁଦୁଲିଙ୍କ କ୍ରସର ଭାଙ୍ଗିବା ସମୟରେ ସନ୍ତୋଷ ପ୍ରଶାସନିକ ଅଧିକାରୀଙ୍କୁ ଗାଳି ଗୁଲଜ କରିବା ଆକ୍ରମଣ କରିବାକୁ ଉତ୍ୟକ୍ତ ହୋଇଥିଲେ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ସନ୍ତୋଷ ଏବଂ ତାଙ୍କ ବଡ଼ ଭାଇ ରମେଶ ଚନ୍ଦ୍ର ମୁଦୁଲିଙ୍କୁ ଥାନାରେ ଅଟକ ରଖିଛି । ସେହିଭଳି ଭାବେ ସୁଜିତ ଜବରଦଖଲ ଜାଗାରେ କରିଥିବା କ୍ରସର ବନ୍ଦ କରି ଦେଇଥିବା ବେଳେ ଜବରଦଖଲ କରିଥିବା ୯ ଏକର ଜାଗା ଉଚ୍ଛେଦ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!