Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ସରକାରୀ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
February 24, 2025
in Crime, State
ଭିଜିଲାନ୍ସ ଜାଲରେ ସରକାରୀ କର୍ମଚାରୀ
111
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ । ଭିଜିଲାନ୍ସ ଜାଲରେ ଧରାପଡିଲେ ନବରଙ୍ଗପୁର ଜିଲ୍ଲା ଉମରକୋଟ କୃଷି ବିଭାଗର ଦୁଇ କର୍ମଚାରୀ। ଜଣେ ଚାଷୀଙ୍କ ଠାରୁ ଜଳ ନିଧି ଯୋଜନାର ସବସିଡି କରାଇ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଅତିରିକ୍ତ କୃଷି ଅଧିକାରୀ ନୀଳକଣ୍ଠ ପରିଡା। ଏହା ସହ ଡାଟା ଏଣ୍ଟ୍ରି ଅପରେଟର ସୁରେନ୍ଦ୍ର ବୁନ୍ଦେଲାଙ୍କୁ ବି ମାଡିବସିଲା ଭିଜିଲାନ୍ସ । ଜଳନିଧି ଯୋଜନାରେ ଉମରକୋଟ ବ୍ଲକ ଜମରଣ୍ଡାର ଚାଷୀ ଲକ୍ଷ୍ମୀଧର ମାଝୀଙ୍କ ଜମିରେ ବୋରୱେଲ ସବସିଡି କରାଇଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡି ବସିଥିଲା । ଏହି ଚଢ଼ାଉ ରେ ନବରଙ୍ଗପୁର ଓ ଜୟପୁର ଭିଜିଲାନ୍ସ ଟିମ ସାମିଲ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!