Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକତରଫା ପ୍ରେମ, ଧାରୁଆ ଅସ୍ତ୍ରରେ ମହିଳାଙ୍କୁ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
February 26, 2025
in Crime, State
ଏକତରଫା ପ୍ରେମ, ଧାରୁଆ ଅସ୍ତ୍ରରେ ମହିଳାଙ୍କୁ ଆକ୍ରମଣ
70
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଏକତରଫା ପ୍ରେମକୁ ନେଇ ମହିଳାଙ୍କୁ ଆକ୍ରମଣ। ପୁରୀ ଜିଲ୍ଲା ଗୋପ ଥାନା ରାହାଙ୍ଗଗୋରଡା ଖଣ୍ତାସାହିରେ ଘଟିଛି ଏଭଳି ଘଟଣା। ଏକତରଫା ପ୍ରେମକୁ ନେଇ ଅତର୍କିତ ଭାବରେ ଜଣେ ଯୁବକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିବା ଜଣାପଡିଛି। ମହିଳା ଜଣଙ୍କ ଗୁରୁତର ହୋଇ ଗୋପ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ କିଛି ଦିନ ଧରି ଖଣ୍ତାସାହି ଗ୍ରାମର ବିଜୟ କୁମାର ବେହେରା ସେହି ଗ୍ରାମର ଜଣେ ଯୁବତୀଙ୍କୁ ମନ୍ଦ ଉଦ୍ଦେଶ୍ୟ ରଖି ହଇରାଣ କରୁଥିଲା। ଆଜି ଭୋର୍ ସମୟରେ ମହିଳା ଜଣକ ଘର କାମ କରୁଥିବା ବେଳେ ସମ୍ପୃକ୍ତ ଯୁବକ ମହିଳାଙ୍କ ଘର ଭିତରେ ପଶି ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା। ଯୁବକ ଜଣଙ୍କ ମହିଳାଙ୍କ ଫଟୋ ଭାଇରାଲ୍ କରି ଜେଲ ଯାଇଥିବା ମଧ୍ୟ ମହିଳା ଜଣକ କହିଛନ୍ତି। ମହିଳାଙ୍କ ସ୍ବାମୀ ଭୁବନେଶ୍ୱରରେ ପୁଅ ସହିତ ରହୁଥିବା ବେଳେ ମହିଳା ଘରେ ଏକା ରହୁଥିବା ଜଣା ପଡିଛି। ଅଭିଯୋଗ ଆଧାରରେ ପୋଲିସ ଅଧିକ ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!