Saturday, November 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମବାୟ ବିଭାଗରେ ଗଡ଼ିଲା ୭ ମୁଣ୍ଡ

by ସଞ୍ଜୟ ସ୍ୱାଇଁ
February 23, 2021
in Feature News
ସମବାୟ ବିଭାଗରେ ଗଡ଼ିଲା ୭ ମୁଣ୍ଡ
2.4k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ଧାନ କିଣା ଅନିୟମିତତା ନେଇ ଖଣ୍ଡପଡ଼ା ବ୍ଲକ ତେନ୍ତୁଳିଆପଲ୍ଲୀ ସମବାୟ ସମିତି ସମ୍ପାଦକ ଲକ୍ଷ୍ମଣ କୁମାର ପ୍ରଧାନ, ପିଅନ ଗଦାଧର ସାହୁ ଏବଂ ଡାଟା ଏଣ୍ଟ୍ରି ଅପରେଟ ସୁବ୍ରତ କୁମାର ରାଉଳ ନିଲମ୍ବନ ହୋଇଥିବା ବେଳେ ଆଜି ସୁବ୍ରତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏଥିସହିତ ଓଡ଼ଗାଁ ବ୍ଲକର ଦୁଇ ଜଣ ସମବାୟ ସମିତି ସମ୍ପାଦକଙ୍କୁ ଜିଲ୍ଲାପାଳ ଡ. ପୋମା ଟୁଡୁ ନିଲମ୍ବନ କରିଥିବା ସୂଚନା ମିଳିଛି । ଓଡ଼ଗାଁ ବ୍ଲକ ଗୋଲଗାଁ ସମବାୟ ସମିତି ସମ୍ପାଦକ ମାନସ ରଞ୍ଜନ ମିଶ୍ର ଏବଂ କଜ୍ଜଲାଇପଲ୍ଲୀ ସମବାୟ ସମିତି ସମ୍ପାଦକ ରଞ୍ଜନ କୁମାର ସାହୁଙ୍କୁ ନିଲମ୍ବନ କରାଯାଇଥିବା ସମବାୟ ସହକାରୀ ଉପ ନିବନ୍ଧକ ଭାସ୍କର ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଜିଲ୍ଲାରେ ଧାନ କିଣା ବିକାରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଇ ଆସୁଛି । ଏତଦ୍ବ୍ୟତିତ ପୂର୍ବରୁ ଗଣିଆ ବ୍ଲକ ଛାମୁଣ୍ଡିଆ ସମବାୟ ସମିତି ପିଅନ ସୁଶାନ୍ତ କୁମାର , କଳସାଖମଣ ସମବାୟ ସମିତି ସମ୍ପାଦକ ରଘୁନାଥ ମହାକୁଡ଼ଙ୍କୁ ଜିଲ୍ଲାପାଳ ନିଲମ୍ବନ କରିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!