Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାଇବୋହୂଙ୍କୁ ପ୍ରାଣାନ୍ତକ ଆକ୍ରମଣ, ଥାନାରେ ଦେଢ଼ଶୁର କଲା ଆତ୍ମସମର୍ପଣ

by ସଞ୍ଜୟ ସ୍ୱାଇଁ
February 27, 2025
in Crime, State
ଭାଇବୋହୂଙ୍କୁ ପ୍ରାଣାନ୍ତକ ଆକ୍ରମଣ, ଥାନାରେ ଦେଢ଼ଶୁର କଲା ଆତ୍ମସମର୍ପଣ
76
VIEWS
Share on FacebookShare on Twitter

ବାମନାଳ, (ବାଘୁଆବାର୍ତ୍ତା): ଦେଢ଼ଶୁରର ଟାଙ୍ଗିଆ ଚୋଟରେ ଭାଇବୋହୂ ଗୁରୁତର। ପୁରୀ ଜିଲ୍ଲା ନିମାପଡ଼ା ଥାନା ଅଧୀନ ଡେଣୁଅଁ ପଞ୍ଚାୟତ ବେହେରାସାହି ଗ୍ରାମରେ ଏହି ଅଘଟଣ ଘଟିଛି। ଘରୋଇ କଳହକୁ ନେଇ ଗତକାଲି ଦୁଇ ଭାଇଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଆଜି ପୁଣି ସେହି ବିବାଦ ନେଇ ଦୁଇ ଭାଇଙ୍କ ମଧ୍ୟରେ କଥା କଟାକଟି ହେଉଥିଲା। ବଡଭାଇ ପବିତ୍ର ବେହେରା ରାଗିଯାଇ ଏକ ଟାଙ୍ଗିଆରେ ଭାଇବୋହୂଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ଭାଇବୋହୂ ସୁପ୍ରଭା ବେହେରା ଗୁରୁତର ହୋଇପଡ଼ିଥିବା ବେଳେ ତାଙ୍କୁ ନିମାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଅଧିକ ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି। ବଡଭାଇ ପବିତ୍ର ବେହେରା ରାଗିଯାଇ ଏକ ଟାଙ୍ଗିଆରେ ଭାଇବୋହୂଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ଭାଇବୋହୂ ସୁପ୍ରଭା ବେହେରା ଗୁରୁତର ହୋଇପଡ଼ିଥିବା ବେଳେ ତାଙ୍କୁ ନିମାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଅଧିକ ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି। ଏପଟେ ଭାଇବୋହୂକୁ ଆକ୍ରମଣ ପରେ ଦେଢ଼ଶୁର ଥାନାରେ ଆତ୍ମସମର୍ପଣ କରିଥିବା ନିମାପଡ଼ା ଆଇଆଇସି ବାମଦେବ ସ୍ବାଇଁ ପଚାରିବାରେ ସେ ସୁଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!