Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଦ ଘରୁ ମିଳିଲା ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
February 28, 2025
in Crime, State
ବନ୍ଦ ଘରୁ ମିଳିଲା ମହିଳା ଡାକ୍ତରଙ୍କ ଝୁଲନ୍ତା ମୃତଦେହ
142
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ମହିଳା ଡାକ୍ତରଙ୍କ ଆତ୍ମହତ୍ୟା । କଟକ ଦରଘାବଜାର ଅଞ୍ଚଳରେ ଥିବା ଜଣେ ମହିଳା ଡାକ୍ତର ଆତ୍ମହତ୍ୟା କରିଛନ୍ତି । ଝୁଲନ୍ତା ଅବସ୍ଥାରେ ଘରୁ ଭିତରୁ ମିଳିଛି ଡାକ୍ତରଙ୍କୁ ମୃତଦେହ । ବର୍ତ୍ତମାନ ଯାଏଁ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଖବର ଅନୁଯାୟୀ, ଦରଘାବଜାର ଅଞ୍ଚଳରେ ଅଳକା ରଥ ତାଙ୍କ ପରିବାର ସହ ରୁହନ୍ତି । ଦୀର୍ଘ ଦିନ ହେବ ସେ ମାନସିକ ଅଶାନ୍ତିରେ ରହିଥିଲେ । ଶୁକ୍ରବାର ସକାଳୁ ଘରେ ତାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ ପରିବାର ଲୋକେ । ଏହା ଦେଖି ପରିବାର ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣା ସ୍ଥଳରେ ଦରଘାବଜାର ପୋଲିସ ପହଞ୍ଚିଛି । ସେଠାରେ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମାନସିକ ଅଶାନ୍ତି ଯୋଗୁଁ ସେ ଆତ୍ମହତ୍ୟା କରିଥିବା ନେଇ ପୋଲିସ ସନ୍ଦେହ କରୁଛି । ସେପଟେ ଆତ୍ମହତ୍ୟା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଆବଶ୍ୟକ ପଡିଲେ ମଧ୍ୟ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ମଧ୍ୟ ନେଇପାରେ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!