Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

by ସଞ୍ଜୟ ସ୍ୱାଇଁ
March 1, 2025
in Education, State
ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି
210
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି । ବିଜ୍ଞାନ C- ସେଟ୍‌ରେ ୪ ମାର୍କ କମ୍‌ ଥିବା ସୂଚନା । ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ ସଭାପତି । ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ ବୋଲି କହିଛନ୍ତି ବୋର୍ଡ ସଭାପତି। ଏଥିସହ ପ୍ରଶ୍ନପତ୍ର ଭାଇରାଲ କଥାକୁ ଖାରଜ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!