Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉତ୍ସର୍ଗୀକୃତ ମନୋଭାବକୁ ପୁଲିସ ମହାନିର୍ଦ୍ଦେଶକ ଅଭୟ ପ୍ରଶଂସା

by ସଞ୍ଜୟ ସ୍ୱାଇଁ
February 24, 2021
in Feature News
ଉତ୍ସର୍ଗୀକୃତ ମନୋଭାବକୁ ପୁଲିସ ମହାନିର୍ଦ୍ଦେଶକ ଅଭୟ ପ୍ରଶଂସା
123
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): ୧୯୯୯ ମସିହା ସଂଗଠିତ ବାରଙ୍ଗ ଗଣଦୁଷ୍କର୍ମ ଘଟଣାର ପର୍ଦ୍ଦାଫାସ କରି ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଗିରଫ କରିଛି କମିଶନରେଟ ପୁଲିସ । ବିବନକୁ ଗିରଫ କରିବାପାଇଁ ଏକ ସ୍ୱତନ୍ତ୍ର ଟିମ ଗଠନ ହୋଇଥିଲା । ଏହି ଅବସରରେ ଆଜି ସନ୍ଧ୍ୟା ସମୟରେ ଓଡ଼ିଶା ପୁଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ପୁଲିସ ମହାନିର୍ଦ୍ଦେଶକ ଅଭୟ ଉକ୍ତ ସ୍ୱତନ୍ତ୍ର ଟିମକୁ ଧନ୍ୟବାଦ ଜଣାଇଛନ୍ତି । ସ୍ୱତନ୍ତ୍ର ଟିମର ପରିଶ୍ରମ, ନିଷ୍ଠା ଏବଂ ଉତ୍ସର୍ଗୀକୃତ ମନୋଭାବକୁ ପୁଲିସ ମହାନିର୍ଦ୍ଦେଶକ ଅଭୟ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ, କଟକ ଡିସିପି ପ୍ରତୀକ ସିଂଙ୍କ ସମେତ ସ୍ୱତନ୍ତ୍ର ଟିମର ଇନ୍ସପେକ୍ଟର ଏବଂ କନେଷ୍ଟବଳ ପ୍ରମୁଖ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!