Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନଲାଇନରେ ହେବ ଯୁକ୍ତ ୩ ପ୍ରଥମ ଶିକ୍ଷାବର୍ଷର କ୍ଲାସ

by ସଞ୍ଜୟ ସ୍ୱାଇଁ
February 24, 2021
in Feature News
ଅନଲାଇନରେ ହେବ ଯୁକ୍ତ ୩ ପ୍ରଥମ ଶିକ୍ଷାବର୍ଷର କ୍ଲାସ

Young happy woman working in office interior, browsing e-learning website. Attractive female studying online using web service on laptop. Back view over the shoulder. On-line education concept

128
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମାର୍ଚ୍ଚ ୧ତାରିଖରୁ ଅନଲାଇନ କ୍ଲାସ କରିବେ ଯୁକ୍ତ ୩ ପ୍ରଥମ ଶିକ୍ଷାବର୍ଷ ଛାତ୍ରଛାତ୍ରୀ । ଏହା ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ଅନଲାଇନରେ କ୍ଲାସ କରାଯିବ । ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟରେ ଯୁକ୍ତ ୩ ଶେଷବର୍ଷର ବିଦ୍ୟାର୍ଥୀଙ୍କ ପାଠପଢା ଆରମ୍ଭ ହୋଇ ସାରିଛି । ଏହି ପରିପେକ୍ଷିରେ ବିଭିନ୍ନ ମହାବିଦ୍ୟାଳୟର ଯୁକ୍ତ ୩ ଶେଷ ବର୍ଷର କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀମାନେ ମହାବିଦ୍ୟାଳୟକୁ ଆସିଥିବା ଦେଖିବାକୁ ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!