Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସଦର ମହକୁମାରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ, ୩୯ଟି ମାମଲା ତୁରନ୍ତ ସମାଧାନ

by ସଞ୍ଜୟ ସ୍ୱାଇଁ
March 3, 2025
in Nayagarh, State
ନୟାଗଡ଼ ସଦର ମହକୁମାରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ, ୩୯ଟି ମାମଲା ତୁରନ୍ତ ସମାଧାନ
130
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଦର ମହକୁମାରେ ଆଜି ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଯୋଗ ଦେଇଥିଲେ । ଆଜି ୧୪୭ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ୧୨୮ ଗୋଟି ମାମଲା ରହିଥିବା ବେଳେ ଗ୍ରାମ୍ୟ ମାମଲା ୬ ଗୋଟି ରହିଥିଲା । ମୁଖ୍ୟ ମନ୍ତ୍ରୀ ରିଲିଫ ଫଣ୍ଡରୁ ୧୩ ଗୋଟି ମାମଲା ରହିଥିଲା । ଏହା ମଧ୍ୟରେ ୩୯ ଗୋଟି ମାମଲାକୁ ତୁରନ୍ତ ସମାଧାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ତହସିଲଦାର ରାଜେଶ କେଶରୀ ସ୍ୱାଇଁ, ନୟାଗଡ଼ ବିଡିଓ ଏøଶ୍ୱର୍ଯ୍ୟା ଭୁୟାଁଙ୍କ ସମେତ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!