ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ଟାଉନ-ଓଡଗାଁ ର ଜଣେ ବିଶିଷ୍ଟ ଧର୍ମପରାୟଣ ମହିଳା ଉର୍ମିଳା ପଟ୍ଟନାୟକଙ୍କ ଦେହାନ୍ତ ହୋଇଥିବା ଜଣାପଡିଛି। ସେ ଜଣେ ମିଷ୍ଟଭାଷୀ ଓ ପରୋପକାରୀ ମହିଳା ଭାବେ ଜଣାଶୁଣା ଥିଲେ ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିଲା । ସ୍ବର୍ଗତ ଉର୍ମିଳା ପଟ୍ଟନାୟକ, ଅଲେଖ ଚନ୍ଦ୍ର ପଟ୍ଟନାୟକ ଙ୍କ ଧର୍ମପତ୍ନୀ। ମୃତ ବେଳକୁ ତାଙ୍କୁ ୮୩ବର୍ଷ ହୋଇଥିଲା । ମୁର୍ତ୍ୟୁ ସମୟ ରେ ତାଙ୍କର ପୁଅ, ବୋହୁ ଓ ନାତୁଣୀ, ଝିଅ, ଜ୍ୱାଇଁ ଉପସ୍ଥିତ ଥିଲେ।





