Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଶାସନକୁ ଭେଟିଲେ ଗୁଣ୍ଡୁରିବାଡ଼ି ଗ୍ରାମବାସୀ

by ସଞ୍ଜୟ ସ୍ୱାଇଁ
February 25, 2021
in Feature News
ପ୍ରଶାସନକୁ ଭେଟିଲେ ଗୁଣ୍ଡୁରିବାଡ଼ି ଗ୍ରାମବାସୀ
342
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଦର୍ପନାରାୟଣପୁର ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡୁରିବାଡ଼ି ଗ୍ରାମରେ କ୍ରସର ବସାଇବା ନେଇ ପ୍ରସ୍ତୁତି ଚାଲିଛି । ଫଳରେ ଗୁଣ୍ଡୁରୁବାଡ଼ି ଗ୍ରାମର ଆଦିବାସୀ ହରିଜନ ଲୋକେ ଭୟଭୀତ ଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ନିକଟରେ ଫେରାଦ ହୋଇଛନ୍ତି । ଗୁଣ୍ଡୁରୁବାଡ଼ି ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ନିର୍ମାଣ ଧିନ ଏହି କ୍ରସରକୁ ବନ୍ଦ କରିବା ପାଇଁ ଆଜି ସରପଞ୍ଚ ଧ୍ରୁବ ଚରଣ ନାଏକ, ପୂର୍ବତନ ସରପଞ୍ଚ ପ୍ରତିମା ଜେନାଙ୍କ ସମେତ ବହୁ ବ୍ୟକ୍ତି ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!