Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରଲର୍‌କୁ ପଛପଟୁ ପିଟିଲା ବାଇକ୍, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
March 6, 2025
in Accident, State
ଟ୍ରଲର୍‌କୁ ପଛପଟୁ ପିଟିଲା ବାଇକ୍, ଜଣେ ମୃତ
49
VIEWS
Share on FacebookShare on Twitter

ଆଠମଲ୍ଲିକ, (ବାଘୁଆବାର୍ତ୍ତା): ଧଳପୁର ବ୍ରିଜ୍‌ରେ ସଡ଼କ ଦୁର୍ଘଟଣା । ମହାନଦୀ ପୋଲ ଉପରେ ଛିଡା ହେଇଥିବା ଏକ ଟ୍ରଲର୍‌କୁ ପଛପଟୁ ପିଟିଲା ବାଇକ୍ । ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ସୂଚନା । ମୃତକ ହେଲେ ବୌଦ୍ଧ ଜିଲ୍ଲାର ଚାରିଛକ ଥାନା ମଣିପୁର ଗାଁର ପ୍ରକାଶ ଭୁକ୍ତା । ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଧଳପୁର ବ୍ରିଜ୍‌ରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ସୂଚନା ମୁତାବକ, ବୁଧବାର ସନ୍ଧ୍ୟା ସମୟରେ ପ୍ରକାଶ ଭୁକ୍ତା ମହାନଦୀ ପୋଲ ଦେଇ ଆଠମଲ୍ଲିକ ଥାନାର କୁଦଗାଁକୁ ଯାଉଥିଲେ । ବ୍ରିଜ୍ ଉପରେ ଏକ ବ୍ରେକଡାଉନ ଟ୍ରଲର୍ ଛିଡା ହୋଇଥିଲା । ଏହି ସମୟରେ ପ୍ରକାଶ ଦ୍ରୁତ ଗତିରେ ଆସି ଟ୍ରଲରକୁ ଧକ୍କା ଦେଇଥିଲେ । ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଆଠମଲ୍ଲିକ ପୋଲିସ ଓ ଅଗ୍ନିଶ୍ରମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପ୍ରକାଶକୁ ଉଦ୍ଧାର କରି ଆଠମଲ୍ଲିକ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ପ୍ରକାଶଙ୍କୁ ମୃତ ବୋଲି ଘୋଷଣା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!