Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରିଥିଲେ ପ୍ରେମ ବିବାହ, ଭଡ଼ାଘରେ ପଡ଼ିଛି ସ୍ବାମୀଙ୍କ ମୃତଦେହ, ସ୍ତ୍ରୀ ଫେରାର

by ସଞ୍ଜୟ ସ୍ୱାଇଁ
March 8, 2025
in Crime, State
କରିଥିଲେ ପ୍ରେମ ବିବାହ, ଭଡ଼ାଘରେ ପଡ଼ିଛି ସ୍ବାମୀଙ୍କ ମୃତଦେହ, ସ୍ତ୍ରୀ ଫେରାର
246
VIEWS
Share on FacebookShare on Twitter

ପାରଳାଖେମୁଣ୍ଡି, (ବାଘୁଆବାର୍ତ୍ତା): ଗଜପତି ଜିଲା ପାରଳାଖେମୁଣ୍ଡି ନଗର ପଲ୍ଲୀ ସାହିର ଏକ ଭଡ଼ାଘରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବାବେଳେ ସ୍ତ୍ରୀ ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ମୃତକ ଜଣଙ୍କ ହେଉଛନ୍ତି ଗୁଣୁପୁର ନିକଟ ଜଗନ୍ନାଥପୁର ପଞ୍ଚାୟତ ଅନ୍ତର୍ଗତ ମାଛଖୁଣ୍ଟି ଗ୍ରାମର ଜଗଦୀଶ ମେଲେକା। ଉକ୍ତ ଭଡ଼ାଘରେ ସ୍ତ୍ରୀ-ସ୍ବାମୀ ଦୁହେଁ ରହୁଥିବା ବେଳେ, ସ୍ତ୍ରୀ ଫେରାର ଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପାରଳାଖେମୁଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସ୍ବାମୀ ସ୍ତ୍ରୀ କଳହରୁ କୌଣସି କାରଣରୁ ସ୍ବାମୀଙ୍କୁ ହତ୍ୟା କରି ସ୍ତ୍ରୀ ଫେରାର ହୋଇଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ସୂଚନାନୁଯାୟୀ, କିଛି ମାସ ତଳେ ଉଭୟେ ପ୍ରେମ ବିବାହ କରିଥଲେ। ଘରେ କିଛି ଦିନ ରହିବା ପରେ ପାରଳାଖେମୁଣ୍ଡିରେ ଚାକିରି କରିଥିବା କହିବାରୁ ସେଠାରେ ଉଭୟେ ମିଳିମିଶି ରହିବା କହି ପାରଳାଖେମୁଣ୍ଡି ଆସି ଏକ ଭଡ଼ାଘରେ ୪ ମାସ ହେଲା ରହି ଆସୁଥିଲେ। ଉଭୟଙ୍କ ମଧ୍ୟରେ କୌଣସି କଥାକୁ ମନୋମାଳିନ୍ୟ ରହିଥିଲା। ତେଣୁ ସେ ହିଁ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ମା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!