Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ, ଖଣ୍ଡପଡ଼ା ବନାଞ୍ଚଳରୁ ଆସିଲା ରଥକାଠ

by ସଞ୍ଜୟ ସ୍ୱାଇଁ
March 8, 2025
in Nayagarh, State
ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ,  ଖଣ୍ଡପଡ଼ା ବନାଞ୍ଚଳରୁ ଆସିଲା ରଥକାଠ
106
VIEWS
Share on FacebookShare on Twitter

ଖଣ୍ଡପଡ଼ା, (ବାଘୁଆବାର୍ତ୍ତା): ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ନିମନ୍ତେ ଖଣ୍ଡପଡ଼ା ବନାଞ୍ଚଳରୁ ରଥକାଠ ଭୁବନେଶ୍ଵର ପଠାଯାଇଥିବା ସୂଚନା ମିଳିଛି। ସହରାଞ୍ଚଳ ଅଧୀନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନିକଟରୁ ତିନି ଗୋଟି ଆମ୍ବ ଗଛ କଟାଇଯାଇଥିବା ବନବିଭାଗ ସୂତ୍ରରୁ ଜଣାପଡିଛି। ଆଜି ସନ୍ଧ୍ୟାରେ ଶ୍ରୀ ଲିଙ୍ଗରାଜ ମନ୍ଦିର ପ୍ରଶାସନ ପକ୍ଷରୁ ହେମନ୍ତ କୁମାର ମହାପାତ୍ର, ସ୍ଥାନୀୟ ଫରେଷ୍ଟର ସନାତନ ସ୍ଵାଇଁଙ୍କ ଉପସ୍ଥିତିରେ ରଥକାଠ ପାଇଁ କଟାଯାଇଥିବା ମୋଟ ୯ ଖଣ୍ଡ ଆମ୍ବ କାଠ ଗଣ୍ଡିକୁ ସହରାଞ୍ଚଳ ବାଇପାସ ରାସ୍ତା ପାର୍ଶ୍ଵରେ ପାରମ୍ପରିକ ଭାବେ ପୂଜାର୍ଚନା ପରେ ସ୍ଵତନ୍ତ୍ର ଟ୍ରକ ଯୋଗେ ଭୁବନେଶ୍ଵର ପଠାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଫରେଷ୍ଟଗାର୍ଡ ଅଶୋକ ଗୁରୁ, ରମେଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!