Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇ‌ନେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
February 26, 2021
in Feature News
ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇ‌ନେଲେ ଦୁର୍ବୃତ୍ତ
439
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇନଲେ ଦୁର୍ବୃତ୍ତ। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଖତେଇବେଣି କେନାଲ ନିକଟରେ ଘଟିଛି ଏହି ଭଳି ଘଟଣା। ସୂଚନା ମୁତାବକ ବ୍ୟବସାୟୀ ଜଣଙ୍କ ହେଉଛନ୍ତି ଜୟପୁର ଗ୍ରାମର ଚୈତନ୍ୟ ବେହେରା। ସେ ଆଜି ବ୍ୟବସାୟ ସାରି ଘରକୁ ଫେରୁଥିବା ବେଳେ କିଛି ଦୁର୍ବୃତ୍ତଙ୍କ ହାବୁଡ଼ରେ ପଡ଼ିଥିଲେ। ଦୁର୍ବୃତ୍ତମାନେ କେନାଲ ନିକଟରେ ଆକ୍ରମଣ କରିବା ସହ ତାଙ୍କ ପାଖରେ ଥିବା ଟଙ୍କା ଛଡ଼ାଇ ନେଇଥିଲେ। ତେବେ ତାଙ୍କ ହାତ ଓ ମୁଣ୍ଡରେ ଆଘାତ ଲାଗିବା କାରଣରୁ ସେ ଗୁରୁତର ଅବସ୍ଥାରେ ରାସ୍ତାକଡରେ ପଡିଥିଲେ। ସ୍ଥାନୀୟ ଲୋକ ଦେଖିବା ପରେ ଚୈତନ୍ୟଙ୍କୁ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରିଥିଲେ। ପରେ ତାଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!