Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
March 9, 2025
in Crime, State
ରାଜଧାନୀରେ ଏନକାଉଣ୍ଟର
234
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ବରରେ ଏନକାଉଣ୍ଟର । ଗତକାଲି ବିଳମ୍ବିତ ରାତିରେ ଆନ୍ତରାଜ୍ୟ ଏଟିଏମ୍ ଲୁଟେରା ଦୀପକ କୁମାରଙ୍କୁ ଗୁଳି ମାରିଲା କମିଶନରେଟ୍ ପୋଲିସ । ବରଗଡ଼ ଥାନା ଅଞ୍ଚଳରେ ଏଟିଏମ୍ ଲୁଟ୍ ଉଦ୍ୟମ କରୁଥିବା ବେଳେ ପୋଲିସ ସହ ହୋଇଥିଲା ମୁହାଁମୁହିଁ । ସୂଚନାଯୋଗ୍ୟ, ଆନ୍ତରାଜ୍ୟ ଲୁଟେରା ଦୀପକ ବରଗଡ଼ ଥାନା ଅଞ୍ଚଳରେ ଏଟିଏମ୍ ଲୁଟ୍ କରିବାକୁ ଉଦ୍ୟମ କରୁଥିଲା । ଏହି ସମୟରେ କମିଶନରେଟ ପୋଲିସ ହାବୁଡ଼ରେ ପଡ଼ି ଯାଇଥିଲା । ପୋଲିସକୁ ଦେଖି ଦୀପକ ଗୁଳି ଚଲାଇଥିଲା । ପାଲଟା ଜବାବରେ ପୋଲିସ ଦୀପକଙ୍କୁ ଏନକାଉଣ୍ଟର କରିଛି । ଦୀପକଙ୍କ ଗୋଡ଼ରେ ଗୁଳି ବାଜିଛି । ଏହାପରେ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ୱାଡ ଦୀପକଙ୍କୁ କାବୁ କରିଥିଲା । ପରେ ତାଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!