Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋହିତଙ୍କ ନୂଆ ରେକର୍ଡ

by ସଞ୍ଜୟ ସ୍ୱାଇଁ
March 9, 2025
in NATIONAL NEWS, Sports, WORLD
ରୋହିତଙ୍କ ନୂଆ ରେକର୍ଡ
144
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ରବିବାର ଖେଳାଯାଉଛି ଚମ୍ପିୟନ୍ସ ଟ୍ରଫିର ଫାଇନାଲ ମୁକାବିଲା । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି ନ୍ୟୁଜିଲାଣ୍ଡ । ପ୍ରଥମରୁ ଯଦିଓ ଆକ୍ରମଣାତ୍ମକ ବ୍ୟାଟିଂ କରିଥିଲା ଦଳ । ତଥାପି ଭାରତୀୟ ସ୍ପିନରମାନେ ଖେଳରେ ପୁଣି ପରିବର୍ତ୍ତନ କରିଛନ୍ତି । ତେବେ ବଲ ପଡ଼ିବା ପୂର୍ବରୁ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା । ଦିନିକିଆରେ ଲଗାତାର ସର୍ବାଧିକ ଥର ଟସ୍ ହାରିଥିବା ଅଧିନାୟକର ରେକର୍ଡ କରିଛନ୍ତି ହିଟମ୍ୟାନ । ରୋହିତ ଲଗାତାର ୧୫ଥର ଟସ୍ ହାରିବାର ରେକର୍ଡ ନିଜ ନାମରେ କରିଛନ୍ତି । ଏହା ପୂର୍ବରୁ ଏହି ରେକର୍ଡ ଓ୍ବେଷ୍ଟଇଣ୍ଡିଜର ପୂର୍ବତନ ଅଧିନାୟକ ବ୍ରାଏନ ଲାରାଙ୍କ ନାମରେ ରହିଥିଲା । ସେ ମଧ୍ୟ ଲଗାତାର ୧୨ଥର ଟସ୍ ହାରିଥିଲ । ଆଉ ଏବେ ରୋହିତଙ୍କ ନାମରେ ଏହି ନୂଆ ରେକର୍ଡ ଯୋଡ଼ି ହୋଇଛି । ୧୯୯୯ରେ ସେ ଲଗାତାର ଟସ୍ ହାରିଥିଲେ । ତେବେ ଆଜିର ଏହି ଫାଇନାଲ ମୁକାବିଲାରେ ଉଭୟ ଦଳ ଦମଦାର ଫର୍ମରେ ରହିଥିବାବେଳେ କିଏ ବିଜୟ ହାସଲ କରୁଛି ଏହା ଉପରେ ରହିଛି ସମସ୍ତଙ୍କ ନଜର ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!