Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିର୍ବାଚନ ତାରିଖ ଘୋଷଣାକୁ ମମତା ନିଆଁ

by ସଞ୍ଜୟ ସ୍ୱାଇଁ
February 26, 2021
in Feature News
ନିର୍ବାଚନ ତାରିଖ ଘୋଷଣାକୁ ମମତା ନିଆଁ
529
VIEWS
Share on FacebookShare on Twitter

ପଶ୍ଚିମବଙ୍ଗ,(ବାଘୁଆବାର୍ତ୍ତା): ନିର୍ବାଚନ ତାରିଖ ଘୋଷଣାକୁ ନେଇ କ୍ଷ୍ୟୁବ୍ଧ ହୋଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ମମତା ତାଙ୍କର ରାଗର ନିଆଁକୁ ଥଣ୍ଡା କରିବାକୁ ଉଦ୍ୟମ କରିଛନ୍ତି । ଭାରତୀୟ ନିର୍ବାଚନ କମିଶନରଙ୍କ ଉପରକୁ ପ୍ରଶ୍ନର ବଲ ଫିଙ୍ଗିଛନ୍ତି । ଯଦି କେରଳ, ତାମିଲନାଡୁ ଓ ପଣ୍ଡିଚେରୀରେ ଗୋଟିଏ ପର୍ଯ୍ୟାୟରେ ମତଦାନ ହୋଇପାରିବ ତା’ ହେଲେ ପଶ୍ଚିମବଙ୍ଗରେ କାହିଁକି ୮ଟି ପର୍ଯ୍ୟାୟରେ ମତଦାନ କରାଯିବ । କେନ୍ଦ୍ରର ଶାସକ ଦଳ ଭାରତୀୟ ଜନତା ପାର୍ଟି ଭାରତୀୟ ନିର୍ବାଚନ କମିଶନକୁ ଅପବ୍ୟବହାର କରୁଛି ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି । ଭାରତୀୟ ଜନତା ପାର୍ଟି ଦେଶର ଏକତା ଚାହୁଁନି ନିଜର ସ୍ୱାର୍ଥ ପାଇଁ ମୁସଲମାନ ଓ ହିନ୍ଧୁଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରୁଛି । ପଶ୍ଚିମବଙ୍ଗରେ ବଙ୍ଗାଳୀ ହିଁ ଶାସନ କରିବେ । ଏଠାରେ ବିଜେପିକୁ ଟିଏମସି ହରାଇବ ବୋଲି ମମତା ବାନାର୍ଜୀ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!