Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନାଲକୁ ଖସିଲା PCR ଭ୍ୟାନ୍

by ସଞ୍ଜୟ ସ୍ୱାଇଁ
March 11, 2025
in Accident, State
କେନାଲକୁ ଖସିଲା PCR ଭ୍ୟାନ୍
107
VIEWS
Share on FacebookShare on Twitter

ବାଲିପାଟଣା,(ବାଘୁଆବାର୍ତ୍ତା): କେନାଲକୁ ଖସିଲା PCR ଭ୍ୟାନ୍ । ହଂସପାଳ-ଅଭୟମୁଖି ରାସ୍ତା ବାଲିଅନ୍ତା ଥାନା ପାରିବାସୁଦେଇପୁର ନିକଟରେ ଗୋପ ବ୍ରାଞ୍ଚ କେନାଲକୁ ପୋଲିସ PCR ଭ୍ୟାନ୍ ଓଲଟି ପଡ଼ିଛି । ଭ୍ୟାନ୍‌ରେ ଥିବା ୩ ପୋଲିସ କର୍ମଚାରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି । ସୂଚନାଯୋଗ୍ୟ ଯେ, ମଙ୍ଗଳବାର ଅପରାହ୍ନରେ PCR ଭ୍ୟାନ୍ ହଂସପାଳ-ଅଭୟମୁଖି ରାସ୍ତାରେ ପଇଁତରା ମାରୁଥିଲା । ସାମ୍ନାରୁ ଏକ ବାଇକ୍ ସାମ୍ନାକୁ ଚାଲି ଆସିବାରୁ ଭାରସାମ୍ୟ ହରାଇ PCR ଭ୍ୟାନ୍‌ଟି ତିନି ଗଡ଼ା ଦେଇ କେନାଲରେ ପଡ଼ିଥିଲା । ଏଥିରେ ଥିବା ୩ ପୋଲିସ କର୍ମଚାରୀ ସାମାନ୍ୟ ଆହତ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!