Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ ମେଡକାଲରେ ମିଳିବ କରୋନା ଟିକା

by ସଞ୍ଜୟ ସ୍ୱାଇଁ
February 27, 2021
in Feature News
ଘରୋଇ ମେଡିକାଲରେ ହେବ ଟିକାକରଣ
117
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଘରୋଇ ମେଡିକାଲରେ ମିଳିବ କରୋନା ଟିକା । ଏନେଇ ଅନୁମତି ମିଳିଥିବା ବେଳେ ଆଜି ଟିକାର ଧାର୍ଯ୍ୟ ମୂଲ୍ୟ ସ୍ଥିର ହୋଇଛି । ତେବେ ଘରୋଇ ମେଡିକାଲରେ ଏଣିକି ୨୫୦ ଟଙ୍କାରେ ମିଳିବ କରୋନା ଟିକା । କେନ୍ଦ୍ର ସରକାର ଏଥିପାଇଁ ଦର ଧାର୍ଯ୍ୟ କରିଥିବା ବେଳେ କରୋନା ଡୋଜ୍ ଫିଛା ୨୫୦ ଟଙ୍କା ଘରୋଇ ମେଡିକାଲ ନେବା ପାଇଁ ଏନଆଇ ପକ୍ଷରୁ ସୂଚନା ମିଳିଛି । ସର୍ଭିସ ଚାର୍ଜ ବାବଦକୁ ୧୦୦ ଟଙ୍କା ରଖାଯାଇଥିବା ବେଳେ ସରକାରୀ ମେଡିକାଲରେ କରୋନା ଟିକା ସଂପୂର୍ଣ୍ଣ ମାଗଣାରେ ଦିଆଯିବ ବୋଲି ସୂଚନା ମିଳିଛି ।

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026
ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!