Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକରେ ବେଆଇନ ବନ୍ଧୁକ କାରଖାନା ଠାବ

by ସଞ୍ଜୟ ସ୍ୱାଇଁ
March 13, 2025
in Crime, State
କଟକରେ ବେଆଇନ ବନ୍ଧୁକ କାରଖାନା ଠାବ
82
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ବୟାଳିଶ ମୌଜାରେ ବେଆଇନ ବନ୍ଧୁକ କାରଖାନା ଠାବ। ବୟାଳିଶ ମୌଜାର ଧୂଳେଶ୍ଵର ଗାଁରେ ଚାଲିଥିଲା ଏହି ବେଆଇନ ବନ୍ଧୁକ ତିଆରି କାରଖାନା। ଶରତ ଚନ୍ଦ୍ର ଯାଦବ ନାମକ ବ୍ୟକ୍ତିଙ୍କ ଘରେ ଦୀର୍ଘ ଦିନ ଚାଲିଥିଲା ଏହି କାରଖାନା। କାରଖାନାରେ ରହିଛି ବନ୍ଧୁକ ତିଆରି ମେସିନ ସହିତ ଅନେକ ଯନ୍ତ୍ରପାତି। ବନ୍ଧୁକ ତିଆରି ପାଇଁ ବିହାରରୁ ଆସୁଥିଲା କଞ୍ଚାମାଲ। ବନ୍ଧୁକ ତିଆରିରେ ଲାଗିଥିଲେ ବିହାରର ଲୋକ। ୩ଜଣ ବିହାରୀ କାରିଗରଙ୍କ ସହ ୩୦ରୁ ଅଧିକ ବନ୍ଧୁକ ସହିତ ଅନେକ ମେସିନ ଜବତ କରିଛି ଏସଟିଏଫ୍। ୪ ଜଣଙ୍କୁ ଗିରଫ କରିଛି STF। ଏବେବି ଚଢାଉ ଜାରି ରହିଥିବା ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!