Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିରୁଡ଼ା ଭଲିବଲ୍ ଟୁର୍ଣ୍ଣାମେଣ୍ଟ

by ସଞ୍ଜୟ ସ୍ୱାଇଁ
February 27, 2021
in Feature News
ବିରୁଡ଼ା ଭଲିବଲ୍ ଟୁର୍ଣ୍ଣାମେଣ୍ଟ
459
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କାଲିଠୁ ଆରମ୍ଭ ହେବ ଏକ ଦିବସୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ । ବିରୁଡ଼ା ଭଲିବଲ୍ ଆସୋସିଏନ ପକ୍ଷରୁ ଏହି ଟୁର୍ଣ୍ଣାମେଣ୍ଟ ବିରୁଡ଼ା ଖେଳ ପଡିଆ ପରିସରରେ ଆୟୋଜନ କରାଯାଇଛି । ଟୁର୍ଣ୍ଣାମେଣ୍ଟଦିବା ୩ ଘଟିକାରୁ ଆରମ୍ଭ ହୋଇ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିରେ ବାଉଁଶିଆପଡା, ଇଟାମାଟି, ବାଇଗୁଣିଆ, ବୋଲଗଡ଼, କେଶରପୁର, ଗୋପାଳପୁର, ବିରୁଡ଼ା ଓ ଡମାସହି କ୍ଲବ ଭଳି ୮ଟି ଦଳ ଭାଗ ନେଇଥିବା ସୂଚନା ମିଳିଛି । ତେବେ ଏହି ଖେଳ ଓ ଖେଳାଳୀଙ୍କୁ ଉତ୍ସାହିତ କରିବା ପାଇଁ ନୟାଗଡ଼ ବିଧାୟକ ତଥା ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ଯୋଗ ଦେବେ ବୋଲି ଆୟୋଜକ କମିଟି ପକ୍ଷରୁ ସୂଚନା ମିଳିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!