Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ପୁଲିସ୍ କର୍ମଚାରୀ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
February 28, 2021
in Feature News
ଗଡ଼ିଲା ସମବାୟ ମୁଣ୍ଡ

65988729 - macro shot of suspension stamp and fountain pen on a scheduler.

924
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଆରକ୍ଷୀ ଅଧିକ୍ଷକଙ୍କ କଠୋର କାର୍ଯ୍ୟାନୁଷ୍ଠାନ । ନିଲମ୍ବିତ କଲେ ୪ଜଣ ପୁଲିସ କର୍ମଚାରୀଙ୍କୁ । ଏଭଳି ଘଟଣା ଘଟିଛି ଜାରକା ଫାଣ୍ଡିରେ । ସୂଚନାନୁସାରେ, ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧିନରେ ଥିବା ଜାରକା ଫାଣ୍ଡିକୁ ଯାଜପୁର ଆରକ୍ଷୀ ଅଧିକ୍ଷକ ଅଚାନକ ଗସ୍ତ କରିଥିଲେ । ତେବେ ଫାଣ୍ଡିରେ ଡ୍ୟୁଟି କରୁଥିବା ୪ଜଣ ପୁଲିସ କର୍ମଚାରୀ ମଦ୍ୟପାନ କରିଥିବା ଜାଣିବାକୁ ପାଇଥିଲେ । ତେବେ ସେମାନଙ୍କ ଉପରେ ଆରକ୍ଷୀ ଅଧିକ୍ଷକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଜି ଉକ୍ତ ପୁଲିସ କର୍ମଚାରୀମାନଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି । ନିଲମ୍ବିତ ହୋଇଥିବା ୪ଜଣଙ୍କ ମଧ୍ୟରେ ଜାରର୍କା ଫାଣ୍ଡିର ୨ ଜଣ କନେଷ୍ଟବଳ ହୋଇଥିବା ବେଳେ ୨ ଜଣ ଓଏପିଏଫ୍ କର୍ମଚାରୀ ଥିବା ଯାଜପୁର ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର ସୂଚନା ଦେଇଛନ୍ତି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!