Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳିଙ୍ଗା ଘାଟିରେ ବସ ଦୁର୍ଘଟଣା, ୧୬ ଯାତ୍ରୀ ଆହତ

by ସଞ୍ଜୟ ସ୍ୱାଇଁ
March 14, 2025
in Accident, State
କଳିଙ୍ଗା ଘାଟିରେ ବସ ଦୁର୍ଘଟଣା, ୧୬ ଯାତ୍ରୀ ଆହତ
125
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): କନ୍ଧମାଳ କଳିଙ୍ଗା ଘାଟିରେ ବସ ଦୁର୍ଘଟଣା। ଖମ୍ବେଶ୍ଵରୀ ନାମକ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ୫ଟା ସମୟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାରେ ୧୬ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ନିକଟସ୍ଥ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ବସଟି ଛତିଶଗଡ଼ର ରାୟପୁରରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣା ଘଟିଥିଲା। ବସରେ ପ୍ରାୟ ୪୦ରୁ ଅଧିକ ଯାତ୍ରୀ ଥିଲେ।ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!