Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
March 15, 2025
in Crime, State
ଘରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଚାଞ୍ଚଲ୍ୟ । ଏକ ଘର ଭିତରୁ ଦୁଇ ଜଣଙ୍କ ମୃତଦେହ ଠାବ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ପୁରୁଷ ରହିଛନ୍ତି । ଚନ୍ଦ୍ରଶେଖରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି । ଶନିବାର ସକାଳେ ଚନ୍ଦ୍ରଶେଖରପୁର ଥାନା ହାଉସିଂ ବୋର୍ଡ କଲୋନୀରୁ ଜଣେ ପୁରୁଷ ଏବଂ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ନାମ କୁମାର ଜିତେନ (୩୦ ବର୍ଷ)। ସେ ପେଶାରେ ଜଣେ ଡ୍ରାଇଭର୍। ସେ ପୂର୍ବରୁ ବିବାହିତ ଏବଂ ୩ ସନ୍ତାନଙ୍କ ବାପା। ନିକଟରେ ସେ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଆତ୍ମହତ୍ୟା କରିଥିବା ମହିଳାଙ୍କ ସହ ରହୁଥିଲେ। ମୃତ ମହିଳା ଜଣଙ୍କ ମଧ୍ୟ ପୂର୍ବରୁ ବିବାହିତା। ସେ ତାଙ୍କ ସ୍ଵାମୀଙ୍କୁ ଛାଡ଼ି ଜିତେନଙ୍କ ସହ ଆସି ରହୁଥିଲେ। ବର୍ତ୍ତମାନ ଯାଏଁ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। କେଉଁ ପରିସ୍ଥିତିରେ ପଡ଼ି ଦୁହେଁ ଏଭଳି ଚରମ ନିଷ୍ପତ୍ତି ନେଲେ ତାହା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ଚନ୍ଦ୍ରଶେଖର ଥାନା ପୋଲିସ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!