Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଟରକୁ ୩୦ ମିଟର ଘୋଷାଡ଼ି ନେଲା କାର୍

by ସଞ୍ଜୟ ସ୍ୱାଇଁ
March 16, 2025
in Accident, State
ସ୍କୁଟରକୁ ୩୦ ମିଟର ଘୋଷାଡ଼ି ନେଲା କାର୍
90
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରାସ୍ତାରେ ଦୁର୍ଘଟଣା। କାର୍ – ସ୍କୁଟର ମୁହାଁମୁହିଁ। ସ୍କୁଟରକୁ ୩୦ ମିଟର ଘୋଷାଡି ନେଲା ୱାଗନର୍ କାର୍। ଦୁର୍ଘଟଣାରେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କଲେ ଉଭୟ ଆମ୍ବୁଲାନ୍ସ ଏବଂ ମୈତ୍ରୀ ବିହାର ଥାନା ପିସିଆର। ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେବାରୁ ସ୍ଥାନୀୟ ମୈତ୍ରୀ ବିହାର ଥାନା ଅଧିକାରୀ ପହଞ୍ଚି ଦୁଇଟି ଗାଡ଼ି ଜବତ କରିବା ସହ ଅଧିକ ଛାନଭିନ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!