Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀ ଡବଲ ମର୍ଡର ଘଟଣା, ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ

by ସଞ୍ଜୟ ସ୍ୱାଇଁ
March 16, 2025
in Crime, State
ରାଜଧାନୀ ଡବଲ ମର୍ଡର ଘଟଣା, ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ
195
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ଚରଣ ସିଂ ମୀନା। ମଞ୍ଚେଶ୍ବର ଥାନା ଅଞ୍ଚଳ ହତ୍ୟା ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ମୁଖ୍ୟ ଅଭିଯୁକ୍ତ ତନ୍ମୟ ବେହେରା ଓ ୩ ସହଯୋଗୀ ଗିରଫ ହୋଇଛନ୍ତି। ମୁଖ୍ୟ ଅଭିଯୁକ୍ତ ପିପିଲି ଥାନା ଅଞ୍ଚଳରୁ ଗିରଫ ହୋଇଥିବା ଡିସିପି କହିଛନ୍ତି। ପୋଲିସ ପିଛା କରିବା ସମୟରେ ଡିମିରି ଫଳ ଖାଇଦେଇଥିଲେ ଅଭିଯୁକ୍ତ। ତେବେ ତାଙ୍କୁ ମଙ୍ଗଳପୁର ସିଏଚ୍‌ସିରେ ଭର୍ତ୍ତି କରାଯାଇଥିଲା। ସେ ସୁସ୍ଥ ହେବା ପରେ ଏବେ ଥାନାରେ ରହିଥିବା କହିଛନ୍ତି ଡିସିପି। ସେହିପରି ଶହୀଦନଗର ଥାନା ଅଞ୍ଚଳ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ବାନା ଗୁନି ଗିରଫ ହୋଇଥିବାବେଳେ ଜଣେ ନାବାଳକ ଅଟକ ରହିଛନ୍ତି। ତେବେ ଏହି ହତ୍ୟାକାଣ୍ଡ ଅନ୍ୟ କୌଣସି କାରଣକୁ ନେଇ ନୁହେଁ, ହୋଲି ଖେଳକୁ ନେଇ ବଚସାରୁ ହତ୍ୟାକାଣ୍ଡ ଘଟିଛି ବୋଲି ଡିସିପି ସ୍ପଷ୍ଟ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!