ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମହାମାରୀ କରୋନା ଭାଇରସକୁ ଦୃଷ୍ଟିରେ ଆସନ୍ତା କାଲିଠୁ ଆରମ୍ଭ ହେବାକୁ ଥିବା ଅଫଲାଇନ୍ ଭିସୁଟ୍ ପରୀକ୍ଷାକୁ ସ୍ଥଗିତ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସ୍ଥଗିତ ରହିବ ଭିସୁଟ୍ ପରୀକ୍ଷା ।