Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅପରାଧୀ ରବି ଦାସ ହତ୍ୟା ମାମଲା, ୩ ଜଣ ବନ୍ଧା ହେଲେ

by ସଞ୍ଜୟ ସ୍ୱାଇଁ
March 17, 2025
in Crime, State
ଅପରାଧୀ ରବି ଦାସ ହତ୍ୟା ମାମଲା, ୩ ଜଣ ବନ୍ଧା ହେଲେ
62
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ଦୁର୍ଦ୍ଦାନ୍ତ ଅପରାଧୀ ରବି ଦାସ ହତ୍ୟା ମାମଲା । ୧୨ ଦିନ ପରେ ପୋଲିସକୁ ମିଳିଲା ସଫଳତା । ରବି ଦାସ ହତ୍ୟା ମାମଲାରେ ସଂପୃକ୍ତି ଥିବା ୩ ଜଣଙ୍କୁ ଗିରଫ କରିଛି ଖଲ୍ଲିକୋଟ ଥାନା ପୋଲିସ । ଗିରଫ ତିନି ଜଣ ମୃତ ରବି ଦାସଙ୍କ ପୁତୁରା ବୋଲି ଜଣାପଡିଛି । ଚଳିତ ମାସ ୫ ତାରିଖରେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ହରିପୁର ଗାଁରେ ଦୁର୍ଦ୍ଦାନ୍ତ ଅପରାଧୀ ରବି ଦାସକୁ ହତ୍ୟା କରାଯାଇଥିଲା । ବେଆଇନ ମଦ ବ୍ୟବସାୟ ନେଇ ରବି ଦାସ ଏବଂ ତାଙ୍କ ପୁତୁରାଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା । ଏପିରିକି ପୂର୍ବରୁ ରବି ଦାସ ଦୁଇ ପୁତୁରାଙ୍କ ଉପରକୁ ବୋମା ମାଡ଼ କରିଥିଲେ । ଯାହାର ପାଲଟା ଜବାବ ଦେଇଥିଲେ ପୁତୁରା । ମାର୍ଚ୍ଚ ୫ ତାରିଖ ସକାଳୁ ରବି ଦାସଙ୍କୁ ଘର ସାମ୍ନାରେ ହତ୍ୟା କରି ଫେରାର ହୋଇଯାଇଥିଲେ ପୁତୁରା । ଯାହାକୁ ନେଇ ରବିଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଅଭିଯୋଗ ଆଧାରରେ ଛାନ୍‌ଭିନ୍‌ ଆରମ୍ଭ କରିଥିଲା । ରବିବାର ଛତ୍ରପୁର ଅଞ୍ଚଳରୁ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ । ଏହାସହିତ ସେମାନଙ୍କ ନିକଟରୁ ଦୁଇଟି ଖଣ୍ଡା, ୩ଟି ମୋବାଇଲ୍‌, ଗୋଟିଏ ବୁଲେଟ୍‌ ଜବତ ମଧ୍ୟ କରିଥିଲା ପୋଲିସ । ଅନ୍ୟ ଜଣେ ଅଭିଯୁକ୍ତ ଫେରାର ଥିବା ପୋଲିସ ପ୍ରେସମିଟ୍‌ ଜରିଆରେ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!