Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଶି କାଠ ଦେଇ ଗଜପତି ମହାରାଜାଙ୍କ ଠାରୁ ସମ୍ବର୍ଦ୍ଧିତ ହେଲେ ନୟାଗଡ଼ର ମନୋରଞ୍ଜନ

by ସଞ୍ଜୟ ସ୍ୱାଇଁ
March 18, 2025
in Nayagarh, State
ଫାଶି କାଠ ଦେଇ ଗଜପତି ମହାରାଜାଙ୍କ ଠାରୁ  ସମ୍ବର୍ଦ୍ଧିତ ହେଲେ ନୟାଗଡ଼ର ମନୋରଞ୍ଜନ
333
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଶ୍ରୀମନ୍ଦୀର ପ୍ରଶାସନ ଆନୁକୁଲ୍ୟରେ ରଥ ନିର୍ମାଣ ନିମନ୍ତେ ଫାଶି କାଠ ଦାତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ରଥ ନିର୍ମାଣ ପାଇଁ ନୟାଗଡ଼ ରତନପୁର ଗାଁର ମନୋରଞ୍ଜନ ସାହୁ ଫାଶି କାଠ ଦାନ କରିଥିଲେ । ଏଥି ନିମନ୍ତେ ତାଙ୍କୁ ଶ୍ରୀ ଜଗନ୍ନାଥ ମନ୍ଦୀର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଶ୍ରୀ ଦିବ୍ୟ ସିଂହ ଦେବ ଓ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ି ମନୋରଞ୍ଜନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଶ୍ରୀକ୍ଷେତ୍ର ରଥଯାତ୍ରା ପୃଥିବୀ ପ୍ରସିଦ୍ଧ । ଏହି ମହାନ ଯାତ୍ରାରେ ଅସଂଖ୍ୟ ଭକ୍ତ ଭକ୍ତିପୁର୍ଣ୍ଣ ହୃଦୟରେ ରଥାରୁଢ଼ ଚତୁର୍ଦ୍ଧା ଦାରୁ ବିଗ୍ରହକୁ ପ୍ରତ୍ୟକ୍ଷ ଭାବେ ଦର୍ଶନ କରିଥାନ୍ତି । ଫାଶି କାଠ ପ୍ରଦାନ କରି ମହନୀୟ କାର୍ଯ୍ୟ କରିଥିବାରୁ ମନୋରଞ୍ଜନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!