Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସ୍-ବାଇକ୍ ମୁହାଁମୁହିଁ ଧକ୍କା, ଶିକ୍ଷକ ମୃତ

by ସଞ୍ଜୟ ସ୍ୱାଇଁ
March 19, 2025
in Accident, State
ବସ୍-ବାଇକ୍ ମୁହାଁମୁହିଁ ଧକ୍କା, ଶିକ୍ଷକ ମୃତ
45
VIEWS
Share on FacebookShare on Twitter

ଦିଗପହଣ୍ଡି, (ବାଘୁଆବାର୍ତ୍ତା): ଗଞ୍ଜାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ସହ ମୁହାଁମୁହିଁ ଧକ୍କା ହେଲା ବାଇକ୍। ଫଳରେ ପ୍ରଧାନ ଶିକ୍ଷକ ମୃତ । ତେବେ ଦିଗପହଣ୍ଡି ଥାନା ଅନ୍ତର୍ଗତ ଦିଗପହଣ୍ଡି -ଘୋଡ଼ାହାଡ଼ ରାସ୍ତାର କଇଠଖଣ୍ଡି ନିକଟରେ ଏହି ଘଟଣା ଘଟିଛି। ତେବହେ ମୃତ ପ୍ରଧାନ ଶିକ୍ଷକ କୁରେଶୁ ପାତ୍ର ବୋଲି ଜଣାପଡ଼ିଛି । ସୂଚନା ମୁତାବକ, ଆଜି ସକାଳୁ ଦିଗପହଣ୍ଡି ବ୍ଲକକାଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ମଧୁବନ ପ୍ରାଇମେରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୁରେଶୁ ପାତ୍ର ବାଇକ ଯୋଗେ ବିଦ୍ୟାଳୟକୁ ଯାଉଥିଲେ। ଏହି ସମୟରେ କଇଠଖଣ୍ଡି ଗ୍ରାମ ନିକଟସ୍ଥ ବୁଲାଣି ରାସ୍ତାରେ ଦିଗପହଣ୍ଡି ଅଭିମୁଖେ ଆସୁଥିବା ନୀଳକଣ୍ଠ ନାମକ ଏକ ଘୋରେଇ ବସ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ଏହି ଦୁଖଃଦ ଘଟଣାକୁ ନେଇ ବ୍ଲକ ଶିକ୍ଷକ ମହଲରେ ଶୋକର ଛାୟା ଖେଳିଯାଇଛି। ବ୍ଲ କ ଶିକ୍ଷକ ସଂଘର ସଭାପତି ରାଜେନ୍ଦ୍ର କୁମାର ଗୌଡ଼ଙ୍କ ସମେତ ସଂଘ ସମସ୍ତ କର୍ମକର୍ତ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଯାଇ ମୃତ ଶିକ୍ଷକଙ୍କ ଶେଷ ଦର୍ଶନ କରିଛନ୍ତି । ଏଥିସହ ଶୋକ ଶନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି। ଅନ୍ୟପଟେ ପୋଲିସ ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରୁଥିବା ଆଇ. ଆଇ. ସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!