Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଙ୍କି କ୍ୟାପ୍ ପିନ୍ଧି ଆସିଲେ, ଆକ୍ରମଣ କରି ଫେରାର ହୋଇଗଲେ

by ସଞ୍ଜୟ ସ୍ୱାଇଁ
March 19, 2025
in Crime, State
ମଙ୍କି କ୍ୟାପ୍ ପିନ୍ଧି ଆସିଲେ, ଆକ୍ରମଣ କରି ଫେରାର ହୋଇଗଲେ
54
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାସ୍ତା ଉପରେ ଦୁଇ ଭାଇଙ୍କୁ ଖଣ୍ଡାରେ ଆକ୍ରମଣ । ବାଇକ୍‌ରେ ଯାଉଥିବା ବେଳେ ପଛପଟୁ ଆସି ଆକ୍ରମଣ କଲେ ଦୁର୍ବୃତ୍ତ । ଅନ୍ୟ ଏକ ବାଇକ୍‌ରେ ଆସି ଆକ୍ରମଣ କରି ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ଦୁର୍ବୃତ୍ତ ମୁହଁରେ ମଙ୍କି କ୍ୟାପ୍ ପିନ୍ଧି ଆସିଥିଲେ । ବଡଗଡ ଥାନା ଅଞ୍ଚଳରେ ଘଟିଛି ଏଭଳି ଆକ୍ରମଣ ଘଟଣା । ଖଣ୍ଡା ଆକ୍ରମଣରେ ରତି ରଞ୍ଜନ ସାହୁ ନାମକ ଯୁବକ ଆହତ ହୋଇଛନ୍ତି । ରତି ରଞ୍ଜନଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ବଡଗଡ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସିସିଟିଭି ଆଧାରରେ ଦୁର୍ବୃତ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!