Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଦ୍ମପୁର ସର୍କଲର ଏଆର୍‌ସିଏସ୍‌ଙ୍କ ସମେତ ପଦ୍ମପୁର ଓ ନବରଙ୍ଗପୁର ଆର୍‌ଏମ୍‌ସିର ସଂପାଦକ ନିଲମ୍ବିତ

by ସଞ୍ଜୟ ସ୍ୱାଇଁ
March 1, 2021
in Feature News
୧୫ରୁ ଗଡ଼ିଲା ୪ ମୁଣ୍ଡ, ଆଗକୁ ଆହୁରି ଅଛି !
92
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ୱାରା ଜାରି କରାଯାଇଥିବା ଧାନସଂଗ୍ରହ ସଂପର୍କିତ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲ୍ଲାର ପଦ୍ମପୁର ସର୍କଲର ସହକାରୀ ରେଜିଷ୍ଟ୍ରାର, ସମବାୟ ସମିତି ସମୂହ ସଂଜୟ କୁମାର ତି୍ରପାଠୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ସେହିପରି ସବ୍‌-ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର କୋଅପରେଟିଭ୍‌ ସୋସାଇଟି (ଏସ୍‌ଏଆର୍‌ସିଏସ୍‌) ତଥା ପଦ୍ମପୁର ନିୟନ୍ତ୍ରିତ ବଜାର କମିଟିର ସଂପାଦକ ଧର୍ମେନ୍ଦ୍ର ଭୋଇ ଏବଂ ଇନସ୍‌ପେକଫର କୋଅପରେଟିଭ୍‌ ସୋସାଇଟି ତଥା ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟିର ସଂପାଦକ ଶଶାଙ୍କ ଶେଖର ସାହାଣୀଙ୍କୁ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସରକାରଙ୍କ ଦ୍ୱାରା କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛି ଏବଂ ସେମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି ସମବାୟ ବିଭାଗ ସୂତ୍ରରୁ ପ୍ରକାଶ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!