Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଦ୍ରକ ବାସୁଦେବପୁରରେ ଗୋଷ୍ଠୀ ସଂଘର୍ଷ, ୧୦ ଆହତ

by ସଞ୍ଜୟ ସ୍ୱାଇଁ
March 20, 2025
in Crime, State
ଭଦ୍ରକ ବାସୁଦେବପୁରରେ ଗୋଷ୍ଠୀ ସଂଘର୍ଷ,  ୧୦  ଆହତ
19
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଜଗନ୍ନାଥପ୍ରସାଦ ପଞ୍ଚାୟତର ଦଧିବାମନପୁର ବନ୍ଧସାହି ଗାଁରେ ଗୋଷ୍ଠୀ ସଂଘର୍ଷ । ଜମିବାଡିକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଦୁଇ ଗୋଷ୍ଠୀର ୧୦ ଜଣ ଆହତ ହୋଇଛନ୍ତି । ଆହତଙ୍କ ଚିକିତ୍ସା ପାଇଁ ବାସୁଦେବପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୪ ଜଣ ଗୁରୁତରଙ୍କୁ ଭଦ୍ରକ ମେଡିକାଲକୁ ରେଫର କରାଯାଇଛି । ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ଘଟଣାସ୍ଥଳରେ ନାୟକାଣୀଡିହି ପୋଲିସ ପହଞ୍ଚିଛି । ବନ୍ଧସାହିର ମହେଶ୍ବର ମଳିକ ଓ ନିରାକାର ମଳିକଙ୍କ ପରିବାର ମଧ୍ଯରେ ଜମିଜମାକୁ କେନ୍ଦ୍ର କରି ଦୀର୍ଘ ଦିନ ଧରି ବିବାଦ ଲାଗି ରହିଥିଲା । ଗାଁରେ ରାସ୍ତା ନିର୍ମାଣ କାମ ଚାଲିଥିବାବେଳେ ଏହି ରାସ୍ତା କାମକୁ ନେଇ ପାଟିତୁଣ୍ଡ ଆରମ୍ଭ ହୋଇଥିଲା। ଉଭୟଙ୍କ ମଧ୍ଯରେ ମୁହାଁମୁହିଁ ହେବାରୁ କିଛି ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିରେ ମହେଶ୍ବର ମଳିକଙ୍କ ପକ୍ଷରୁ ୭ ଜଣ ଆହତ ହୋଇଛନ୍ତି । ମହେଶ୍ବରଙ୍କ ଘରେ ପସି ଆସବାବପତ୍ର ଭଙ୍ଗାରୁଜା କରିବା ସହିତ ତିନୋଟି ବାଇକ ଭାଙ୍ଗି ଦେଇଛନ୍ତି । ଏହାକୁ ରାଜନୈତିକ ହିଂସାକାଣ୍ଡ ବୋଲି କହିଛନ୍ତି ମହେଶ୍ବର।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!