Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ ଡାକ୍ତରଖାନା ପାଇଖାନା ଭିତରେ ମୃତ ଛୁଆ ଜନ୍ମ କଲେ ଯୁକ୍ତ ତିନି ଛାତ୍ରୀ

by ସଞ୍ଜୟ ସ୍ୱାଇଁ
March 20, 2025
in Nayagarh, State
ନୟାଗଡ ଡାକ୍ତରଖାନା ପାଇଖାନା ଭିତରେ ମୃତ ଛୁଆ ଜନ୍ମ କଲେ ଯୁକ୍ତ ତିନି ଛାତ୍ରୀ
1.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ ଡାକ୍ତରଖାନା ପାଇଖାନା ଭିତରେ ମୃତ ଛୁଆ ଜନ୍ମ କଲେ ଯୁକ୍ତ ତିନି ଛାତ୍ରୀ । ଛାତ୍ରୀଜଣକ ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିବା ବେଳେ ତାଙ୍କ ଘର କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ବୋଲି ଜଣାପଡିଛି । ପ୍ରସବ କରିଥିବା ଛାତ୍ରୀ ଜଣକ ନୟାଗଡ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଯୁକ୍ତ ତିନି ଦ୍ବିତୀୟ ବର୍ଷର ଛାତ୍ରୀ ହୋଇଥିବା ବେଳେ ଛାତ୍ରୀ ନିବାସରେ ୨ବର୍ଷ ହେଲା ରହୁଛନ୍ତି । ଆଜି ସକାଳୁ ଛାତ୍ରୀଜଣଙ୍କର ପେଟ କାଟିବାରୁ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କର ପ୍ରାଥମିକ ଚିକିତ୍ସା କରିବା ପରେ ଛାତ୍ରୀଜଣକ ପରିସ୍ରା କରିବାକୁ ଯାଇ ଶୌଚାଳୟ ଭିତରେ ଏକ ମୃତ ଛୁଆକୁ ଜନ୍ମ ଦେଇଥିଲେ । ବର୍ତ୍ତମାନ ଛାତ୍ରୀଜଣକ ମେଡିକାଲର ମାତୃ ଶିଶୁ ବିଭାଗରେ ଚିକିତ୍ସିତ ହେଉଥିବାବେଳେ ତାଙ୍କର ଅବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି । ସେପଟେ ଛାତ୍ରୀ ଜଣକ ପୂର୍ବରୁ ଗର୍ଭବତୀ ଥିବା ସମ୍ପର୍କରେ ହଷ୍ଟେଲ କର୍ତ୍ତୃପକ୍ଷ କିଛି ଜାଣିନଥିବା ସୁପରିଣ୍ଟେଣ୍ଡେଣ୍ଟ କହିଛନ୍ତି । ହଷ୍ଟେଲକୁ କିଛି ଦିନ ବ୍ଯବଧାନରେ ଚେକ୍ ଅପ୍ ପାଇଁ ଡାକ୍ତର ଆସୁଥିଲେ ମଧ୍ଯ ଘଟଣା ସମ୍ପର୍କରେ କିପରି କିଛି ଜଣାପଡିଲା ନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ହଷ୍ଟେଲ୍ କର୍ତ୍ତୁପକ୍ଷ ଛାତ୍ରୀଙ୍କର ପରିବାର ସଦସ୍ଯଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିବା ସେ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!