Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ବରଯାତ୍ରୀ ଗାଡ଼ି, ଚାଲିଗଲା ଜଣଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
March 21, 2025
in Accident, State
ଓଲଟିଲା ବରଯାତ୍ରୀ ଗାଡ଼ି, ଚାଲିଗଲା ଜଣଙ୍କ ଜୀବନ
35
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ ହୋଇଛନ୍ତି। ଗାଡ଼ିଟି କୋକସରା ଥାନା ଚିଲିଗୁଡ଼ାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଭବାନୀପାଟଣା ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ସେମାନଙ୍କ ଚିକିତ୍ସା ଜାରି ରହିଛି। ତେବେ ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!