Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତା, ଚିକିତ୍ସକଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
March 25, 2025
in Crime, State
ପୂର୍ବ ଶତ୍ରୁତା, ଚିକିତ୍ସକଙ୍କୁ ମରଣାନ୍ତକ ଆକ୍ରମଣ
25
VIEWS
Share on FacebookShare on Twitter

ଜଳେଶ୍ବର, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଚିକିତ୍ସକଙ୍କୁ ମରଣାନ୍ତକ ଆକ୍ରମଣ । ଆକ୍ରମଣର ଶିକାର ବ୍ୟକ୍ତିଙ୍କ ନାଁ ଗଙ୍ଗାଧର ବୋଲି ଜଣାପଡିଛି । ବାଲେଶ୍ବର ଜିଲ୍ଲା ଜଳେଶ୍ବର ସ୍ଥିତ ଚନ୍ଦନେଶ୍ଵର ମନ୍ଦିର ନିକଟରେ ଗଙ୍ଗାଧରଙ୍କ କ୍ଲିନକ ରହିଛି । ଗଙ୍ଗାଧର କ୍ଲିନିକ ବନ୍ଦ କରି ଯାଇଥିବା ବେଳେ ବରବରିଆ ଗାଁର ଶିବଶଙ୍କର ପଣ୍ଡା ତାଙ୍କୁ ଏକ କଟୁରିରେ ପଛପଟୁ ଆକ୍ରମଣ କରିଥିଲେ । ଗଙ୍ଗାଧର ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାରେ ପଡିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ଜଳେଶ୍ଵରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବାଲେଶ୍ବର ସ୍ଥାନାନ୍ତର କରାଯାଇଛି । ଅଭିଯୁକ୍ତକୁ ସ୍ଥାନୀୟ ଲୋକେ କାବୁ କରି ସାମୁଦ୍ରିକ ଥାନାକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଚି ଅଭିଯୁକ୍ତଙ୍କୁ ହେପାଜତକୁ ନେବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!