Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓରମାସ ପକ୍ଷରୁ ପ୍ରଶିକ୍ଷଣ ଶିବିର

by ସଞ୍ଜୟ ସ୍ୱାଇଁ
March 3, 2021
in Education, Nayagarh
ଓରମାସ ପକ୍ଷରୁ ପ୍ରଶିକ୍ଷଣ ଶିବିର
195
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଓରମାସ ଓ ମିଶନ ଶକ୍ତିର ମିଳିତ ଆନୂକୁଲ୍ୟରେ ନୟାଗଡ଼ ଡିପିଆରସି ସମ୍ମିଳନୀ କକ୍ଷରେ ମହିଳା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । କର୍ମଶାଳାରେ ଉଦ୍ୟୋଗ ମିତ୍ର ସଂପର୍କରେ ଆଲୋଚନା କରାଯିବା ସହିତ ଉତ୍ପାଦକ ଗୋଷ୍ଠୀ ଓ ଉଦ୍ୟୋଗ ମିତ୍ରଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା । ଆଜିର ଏହି ପ୍ରଶିକ୍ଷଣ ଶିବିରରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ କର୍ମଶାଳାକୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ଓରମାସର ଡେପୁଟି ସିଇଓ ପ୍ରବୀଣ କୁମାର ଝା, ଡିପିଏମ୍ ଓଏଲଏମ ସଞ୍ଜୟ ମହାପାତ୍ର, ଆରଏମସି ଇନାମ ପ୍ରଭାସ କୁମାର ସାହୁୁ, ଏସଡିସି କେଳୁଚରଣ ସେଠି, ଏପିଡି ସ୍କିଲ ଶିବପ୍ରସାଦ ଦାସ ପ୍ରମୁଖ ଯୋଗ ଦେଇଥିଲେ । ଏହି ପ୍ରଶିକ୍ଷଣ ଶିବିରରେ ୫୦ରୁ ଉର୍ଦ୍ଧ ଉତ୍ପାଦକ ଗୋଷ୍ଠୀର ସଭାପତି, ସଂପାଦକ ଓ ଉଦ୍ୟୋଗୀ ମିତ୍ରମାନେ ସାମିଲ ହୋଇଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!