Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ପୋଲରେ ଝୁଲି ରହିଛି ଆମ୍ବୁଲାନ୍ସ

by ସଞ୍ଜୟ ସ୍ୱାଇଁ
March 28, 2025
in Accident, State
ଭାରସାମ୍ୟ ହରାଇ ପୋଲରେ ଝୁଲି ରହିଛି ଆମ୍ବୁଲାନ୍ସ
17
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ରୋଗୀ ଛାଡି ଫେରୁଥିଲା ଆମ୍ବୁଲାନ୍ସ, ହେଲେ ପୋଲ ଉପରୁ ୬୦ ଫୁଟ ତଳକୁ ଖସୁ ଖସୁ ଗଛରେ ବାଡେଇ ହୋଇ ଝୁଲି ରହିଛି ଆମ୍ବୁଲାନ୍ସ। କପ୍ତିପଦା ଥାନା ସୋନ ପୋଲରେ ଘଟିଛି ଏଭଳି ଘଟଣା। ଉଦଳା ଥାନା ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ୧୦୮ ଆମ୍ବୁଲାନ୍ସ କୁଆମରା ଅଞ୍ଚଳରୁ ରୋଗୀ ନେଇ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟକୁ ଯାଇଥିଲା। ବିଳମ୍ବିତ ରାତି ୨ଟାରେ ବାଲେଶ୍ୱରରେ ରୋଗୀଙ୍କୁ ଛାଡି ନୀଳଗିରି – କପ୍ତିପଦା ହୋଇ ଶ୍ରୀଦାମଚନ୍ଦ୍ରପୁର ଫେରୁଥିବା ବେଳେ ଭୋର ସମୟରେ ଭାରସାମ୍ୟ ହରାଇ ସୋନ ପୋଲରୁ ତଳକୁ ଖସି ଯାଇଥିଲା ଆମ୍ବୁଲାନ୍ସ। ସୌଭାଗ୍ୟବଶତଃ ଆମ୍ବୁଲାନ୍ସଟି ପୋଲରୁ ୬୦ ଫୁଟ ତଳକୁ ଖସୁଥିବା ବେଳେ ଏକ ବଡ଼ ଗଛରେ ବାଡେଇ ହୋଇ ଅଟକିବା ସହିତ ଝୁଲି ରହିଛି ଆମ୍ବୁଲାନ୍ସ। ଯାହାକି ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ଆମ୍ବୁଲାନ୍ସର ୩ କର୍ମଚାରୀ। ଆମ୍ବୁଲାନ୍ସରେ ଡ୍ରାଇଭର ମଙ୍ଗଲ ଚରଣ ଟୁଡୁ, ହେଲ୍ପର ଏବଂ ଫାର୍ମାସିଷ୍ଟ ରହିଥିବା ବେଳେ କାହାରି କୌଣସି କ୍ଷତି ହୋଇନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!