Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିବନଙ୍କୁ ଚିହ୍ନିଲେ ଅଂଜନା

by ସଞ୍ଜୟ ସ୍ୱାଇଁ
March 3, 2021
in Crime, State
ବିବନଙ୍କୁ ଚିହ୍ନିଲେ ଅଂଜନା
362
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଦୀର୍ଘ ୨୨ବର୍ଷ ତଳେ ଘଟିଥିବା ବହୁ ଚର୍ଚ୍ଚିତ ଅଂଜନା ଗଣଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତ ବିବନଙ୍କୁ ଗିରଫ୍ କରିଥିଲା କମିଶନର ପୁଲିସ । କମିଶନର ପୁଲିସ ବିବନକୁ ଗିରଫ୍ କରି ସିବିଆଇକୁ ହସ୍ତାନ୍ତର କରିଥିଲେ । କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବିବନକୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଥିଲା । ୨୨ବର୍ଷର ଗଣଦୁଷ୍କର୍ମ ଘଟଣାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଝାରପଡ଼ା ଜେଲରେ ଟିଆଇ ପରେଡ କରାଯାଇଛି । ଯେଉଁଥିରେ ଅଂଜନା ମିଶ୍ର ଝାରପଡ଼ା ଜେଲକୁ ଯାଇ ଟିଆଇ ପରେଡରେ ୨୨ବର୍ଷର ଅଭିଯୁକ୍ତ ବିବନକୁ ଚିହ୍ନି ପାରିଥିଲେ । ତେବେ ଟିଆଇ ପରେଡରେ ୧୦ରୁ ୧୨ଜଣ ଅଭିଯୁକ୍ତଙ୍କୁ ଠିଆ କରେଇ ଟିଆଇ ପରେଡ ହୋଇଥିଲା । ଟିଆଇ ପରେଡ ସମୟରେ କାର ଡ୍ରାଇଭର ନିଳକଣ୍ଠ ରାଉତ ଉପସ୍ଥିତ ଥିଲେ । ଅଭିଯୁକ୍ତ ବିବନକୁ ଚିହ୍ନିପାରିଲି, ତେବେ ସବୁ କିଛି କୋର୍ଟରେ ଜଣାପଡିବ ବୋଲି ଅଂଜନା ମିଶ୍ର କହିଥିଲେ ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!